Psalms 104:33 — Compare Translations
5 translations compared side by side
Odia - 1840
"ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନ କରିବି। ମୁଁ ବଞ୍ଚିଥିବା ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ଵ ଥିବାଯାଏ ମୁଁ ମୋହର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।