Psalms 104:34 — Compare Translations
5 translations compared side by side
Odia - 1840
"ମୁଁ ଆଶାକରେ ମୁଁ ୟାହାସବୁ କହିଲି ତାହା ଆନନ୍ଦ ଦବେ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ପ୍ରତି ମୋ’ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।