Psalms 104:4 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ଆପଣା ଦୂତମାନଙ୍କୁ ବାଯୁ ପରି କର ଓ ତୁମ୍ଭର ସବେକମାନଙ୍କୁ ଅଗ୍ନି ସଦୃଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି ସଦୃଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।