Psalms 104:5 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଛ ୟେ ତାହା ମୂଳରୁ କବେେ ଧକ୍କା ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ ଯେ ତାହା ମୂଳରୁ କେବେ ଧକ୍କା ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।
Recommended Reading