Psalms 104:7 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଆଜ୍ଞା ଦଲେ ଓ ଜଳରାଶି ସଠାରୁେ ଛାଡ଼ି ପଳାଇଲା। ହେ ପରମେଶ୍ବର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ଵନିରେ ସେସବୁ ଶୀଘ୍ର ଚାଲିଗଲେ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା। ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ;