Psalms 104:8 — Compare Translations

5 translations compared side by side

Odia - 1840
"ସହେି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା ଏବଂ ତା'ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା ଏବଂ ତା’ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।