Psalms 104:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ୟପରେିକି ସମାନେେ ତାହା ଅତିକ୍ରମ କରିପାରିବେ ନାହିଁ। ଜଳରାଶି କବେେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକି ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ। ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।