Psalms 105:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। ତାଙ୍କର ନାମକୁ ଡ଼ାକ। ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ୟ୍ଯ କ୍ରିଯାସକଳ ବିଷଯରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ। ତାଙ୍କର ନାମକୁ ଡାକ। ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।