Psalms 105:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ଏହି ନିଯମ ୟାକୁବ ପାଇଁ ତିଆରି କରିଥିଲେ। ପରମେଶ୍ବର ଇଶ୍ରାୟେଲ ସହିତ କରିଥିବା ନିଯମ ସବୁଦିନ ପାଇଁ ଦୃଢ଼ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ। ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,