Psalms 105:11 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦବୋ ଏବଂ ସହେି ଭୂମି ତୁମ୍ଭର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା ଏବଂ ସେହି ଭୂମି ତୁମ୍ଭର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।