Psalms 105:12 — Compare Translations

5 translations compared side by side

Odia - 1840
"ଯେତବେେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତବେେଳେ ପରମେଶ୍ବର ସହେି ପ୍ରତିଜ୍ଞା କରିଥିଲେ। ପୁଣି ସମାନେେ ସହେି ଦେଶରେ ପ୍ରବାସୀ ପରି ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ। ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।