Psalms 105:13 — Compare Translations

5 translations compared side by side

Odia - 1840
"ସମାନେେ ଏକ ଦେଶରୁ ଅନ୍ୟ ଦେଶକୁ ଏବଂ ଏକ ରାଜ୍ଯରୁ ଅନ୍ୟ ରାଜ୍ଯକୁ ଭ୍ରମଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।