Psalms 105:14 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର, ସମାନଙ୍କେର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ଯକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସମାନଙ୍କେର କ୍ଷତି ନ କରିବା ପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;