Psalms 105:15 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ। ଏବଂ ଆମ୍ଭର ଭବିଷ୍ଯଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ। ଏବଂ ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”