Psalms 105:16 — Compare Translations
5 translations compared side by side
Odia - 1840
"ପରମେଶ୍ବର ସେ ଦେଶରେ ଦୁର୍ଭିକ୍ଷ କରାଇଲେ। ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ। ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।