Psalms 105:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେ ଆଗରେ ୟୋଷଫେ ନାମକ ଏକ ବ୍ଯକ୍ତିକୁ ମିଶରକୁ ପଠାଇଥିଲେ। ୟୋଷଫେ ଦାସପରି ବିକ୍ରୀ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ। ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;