Psalms 105:18 — Compare Translations
5 translations compared side by side
Odia - 1840
"ସମାନେେ ୟୋଷଫଙ୍କେର ପାଦରେ ବଡ଼େି ପକାଇଲେ। ସମାନେେ ଏକ ଲୁହାର କଡ଼ା ତା'ର ବକରେେ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ। ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;
Odia IRV 2017 (ଓଡିଆ ବାଇବେଲ)
ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;