Psalms 105:19 — Compare Translations
5 translations compared side by side
Odia - 1840
"ୟୋଷଫେ କ୍ରୀତଦାସ ହାଇେ ରହିଲା ତା'ର ବାକ୍ଯ ସତ୍ଯ ହବୋ ପର୍ୟ୍ଯନ୍ତ। ସଦାପ୍ରଭୁଙ୍କର ବାକ୍ଯ ୟୋଷଫେ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ। ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।