Psalms 105:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନ କର। ତାଙ୍କର ପ୍ରଚାରିତ କର। ତାହାଙ୍କ ଦ୍ବାରା କରାୟାଇଥିବା ଆଶ୍ଚର୍ୟ୍ଯ କ୍ରିଯା ବିଷଯରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। ତାଙ୍କର ପ୍ରଗ୍ଭରିତ କର। ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।