Psalms 105:20 — Compare Translations
5 translations compared side by side
Odia - 1840
"ତଣେୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ। ତଣେୁ ସହେି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ। ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।