Psalms 105:21 — Compare Translations
5 translations compared side by side
Odia - 1840
"ସେ ୟୋଷଫେକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ। ରାଜାଙ୍କର ପ୍ରେତ୍ୟକକ ଜିନିଷର ଭାର ୟୋଷଫେ ନଲେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ। ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;