Psalms 105:22 — Compare Translations

5 translations compared side by side

Odia - 1840
"ୟୋଷଫେ ଅନ୍ୟ କାର୍ୟ୍ଯକାରୀତାମାନଙ୍କୁ ନିର୍ଦ୍ଦଶେ ଦେଲେ, ୟପରେି ସେ ମଲେ। ୟୋଷଫେ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ। ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
Odia IRV 2017 (ଓଡିଆ ବାଇବେଲ)
ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।