Psalms 105:23 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ମିଶରକୁ ଆସିଲା। କିନ୍ତୁ ୟାକୁବ ହାମ ଦେଶରେ ବାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ମିଶରକୁ ଆସିଲା। କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା।