Psalms 105:24 — Compare Translations

5 translations compared side by side

Odia - 1840
"ସେ ତାଙ୍କର ଲୋକ ସଂଖ୍ଯା ବଢ଼ାଇଲେ। ସମାନେେ ସମାନଙ୍କେର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ। ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।