Psalms 105:25 — Compare Translations

5 translations compared side by side

Odia - 1840
"ମିଶରୀଯମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।