Psalms 105:26 — Compare Translations
5 translations compared side by side
Odia - 1840
"ଏଣୁ ପରମେଶ୍ବର ତାଙ୍କ ଦାସ ମାଶାେ ଏବଂ ମନୋନୀତ ୟାଜକ ହାରୋଣଙ୍କୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।