Psalms 105:27 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାଶାେ ଓ ହାରୋଣଙ୍କ ଦ୍ବାରା ହାମ ଦେଶରେ ବହୁ ଅଦ୍ଦ୍ଭୁତ କାର୍ୟ୍ଯମାନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।