Psalms 105:28 — Compare Translations

5 translations compared side by side

Odia - 1840
"ପରମେଶ୍ବର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ, କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ, କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।