Psalms 105:30 — Compare Translations

5 translations compared side by side

Odia - 1840
"ସମାନଙ୍କେର ଦେଶ ଏବଂ ସମାନଙ୍କେର ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।