Psalms 105:31 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆଜ୍ଞା ଦେଲେ, ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି ସବୁଆଡ଼େ ଭର୍ତ୍ତି ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆଜ୍ଞା ଦେଲେ, ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି ସବୁଆଡ଼େ ଭର୍ତ୍ତି ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।