Psalms 105:32 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମାନଙ୍କେୁ ବାର୍ତ୍ତା ବଦଳରେ କୁଆପଥର ବୃଷ୍ଟି କରାଇଲେ ଏବଂ ଦେଶର ଚାରିଆଡ଼େ ବିଜୁଳିର ଅଗ୍ନି ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।