Psalms 105:33 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେର ଦ୍ରାକ୍ଷାଲତା ଓ ଡ଼ିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ ଏବଂ ସମାନଙ୍କେ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।