Psalms 105:35 — Compare Translations
5 translations compared side by side
Odia - 1840
"ପଙ୍ଗପାଳ ଓ ପତଙ୍ଗ ସମାନଙ୍କେ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ। ସମାନେେ କ୍ଷତରେୁ ଶସ୍ଯସବୁ ଖାଇ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ। ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।