Psalms 105:36 — Compare Translations

5 translations compared side by side

Odia - 1840
"ଏବଂ ପରମେଶ୍ବର ସମାନଙ୍କେ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ଯା କଲେ ଓ ସେ ସମାନଙ୍କେର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।