Psalms 105:37 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସମାନଙ୍କେ ନିଜ ସହିତ ରୂପା ଓ ସୁନା ଆଣିଲେ। ଓ ତା'ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ। ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।