Psalms 105:38 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଲୋକମାନେ ଚାଲିୟିବାର ଦେଖି ମିଶରୀଯମାନେ ଖୁସି ହେଲେ। କାରଣ ସମାନେେ ପରମେଶ୍ବରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ। କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।