Psalms 105:39 — Compare Translations
5 translations compared side by side
Odia - 1840
"ପରମେଶ୍ବର କମ୍ବଳ ସ୍ବରୂପ ବାଦଲକୁ ମଲେି ଦେଲେ। ପରମେଶ୍ବର ନିଜ ଲୋକମାନଙ୍କୁ ରାତିରେ ଦଖାଇବୋ ପାଇଁ ଏକ ଅଗ୍ନିସ୍ତମ୍ବ ପ୍ରଜ୍ବଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ। ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।