Psalms 105:4 — Compare Translations

5 translations compared side by side

Odia - 1840
"ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ୟାଅ। ସାହାୟ୍ଯ ପାଇଁ ସର୍ବଦା ତାଙ୍କ ପାଖକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ। ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।