Psalms 105:40 — Compare Translations

5 translations compared side by side

Odia - 1840
"ଯେତବେେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ବର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।