Psalms 105:41 — Compare Translations

5 translations compared side by side

Odia - 1840
"ପରମେଶ୍ବର ଶୈଳକୁ ଫଟାନ୍ତେ ଜଳଷୋର୍ତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ଯ ପ୍ରବାହିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।