Psalms 105:42 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆପଣା ପବିତ୍ର ବାକ୍ଯ ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ।