Psalms 105:43 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସମାନେେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।