Psalms 105:44 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ତାଙ୍କର ଗୋଷ୍ଠୀଯବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ବରଙ୍କର ଲୋକମାନେ ସମସ୍ତ ଦ୍ରବ୍ଯ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
Odia IRV 2017 (ଓଡିଆ ବାଇବେଲ)
ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,