Psalms 105:45 — Compare Translations
5 translations compared side by side
Odia - 1840
"ପରମେଶ୍ବର ଏପରି କଲେ, ତଣେୁ ତାଙ୍କର ଲୋକମାନେ ତାଙ୍କର ନିଯମ ମାନିବେ ଓ ତାଙ୍କର ଦଇେଥିବା ଶିକ୍ଷା ପାଳନ କରିବେ। ପରମେଶ୍ବରଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ। ପରମେଶ୍ୱରଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।