Psalms 105:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ହେଉଛ ତାଙ୍କର ସବେକ, ୟାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ଯକ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ତାଙ୍କର ସେବକ, ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।