Psalms 105:7 — Compare Translations
5 translations compared side by side
Odia - 1840
"ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର, ସେ ସମୁଦାଯ ପୃଥିବୀରେ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।