Psalms 105:8 — Compare Translations
5 translations compared side by side
Odia - 1840
"ସେ ଚିରଦିନ ଚୁକ୍ତି ମନେ ରଖନ୍ତି। ଏକ ହଜାର ବଂଶଧର ପର୍ୟ୍ଯନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେ ଚିରଦିନ ଚୁକ୍ତି ମନେ ରଖନ୍ତି। ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,