Psalms 105:9 — Compare Translations
5 translations compared side by side
Odia - 1840
"ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ ପରମେଶ୍ବର ଇସହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ ପରମେଶ୍ୱର ଇସ୍ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।