Psalms 106:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା କର!ସଦାପ୍ରଭୁଙ୍କର ଧନ୍ଯବାଦ କର, କାରଣ ସେ ଉତ୍ତମ!ତାଙ୍କର ପ୍ରମେ ଅନନ୍ତକାଳସ୍ଥାଯୀ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା କର! ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ! ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।