Psalms 106:10 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆମ୍ଭର ପୂର୍ବପୁରୁଷମାନଙ୍କୁ ସମାନଙ୍କେର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!ସମାନଙ୍କେର ଶତ୍ରୁମାନଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ! ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।